Masthead

ରୋହିତଙ୍କ ଆଘାତ ବିଷୟରେ ଶାସ୍ତ୍ରୀ କୋହଲିଙ୍କୁ କହିବା ଉଚିତ: ଗମ୍ଭୀର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରୋହିତଙ୍କ ଆଘାତକୁ ନେଇ ପୁଣି ମୁହଁ ଖୋଲିଲେ ଗୌତମ ଗମ୍ଭୀର । ଗମ୍ଭୀର ଏଥର ଭାରତୀୟ ଦଳର ପ୍ରଶିକ୍ଷକ ରବି ଶାସ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । ରୋହିତ ଶର୍ମା ଆଘାତକୁ ନେଇ ଭାରତୀୟ ଦଳ ପରିଚାଳନା ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ଯୋଗାଯୋଗର ଅଭାବ ଦୁର୍ଭାଗ୍ୟଜନକ ଅଟେ । ରୋହିତଙ୍କ ଆଘାତ ସଂପର୍କରେ ସମସ୍ତ ତଥ୍ୟ ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଅଧିନାୟକ ବିରାଟ କୋହଲିଙ୍କୁ ଏହା କହିବା ଉଚିତ ।

ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ କୋହଲି ରୋହିତଙ୍କ ଆଘାତକୁ ନେଇ ଅସନ୍ତୋଷ ବ୍ୟକ୍ତ କରି କହିଥିଲେ ଯେ ‘ଅସ୍ପଷ୍ଟ ଚିତ୍ର ଏବଂ ଭୁଲ ବୁଝାମଣା ହେତୁ ଟିମ୍ ମ୍ୟାନେଜମେଣ୍ଟ ତାଙ୍କ ଉପଲବ୍ଧତାକୁ ଅପେକ୍ଷା କରିଛି । ଗମ୍ଭୀର କହିଛନ୍ତି କି ଏହା ର୍ଦୁଭାଗ୍ୟଜନକ କଥା ଯେ ଅଧିନାୟକ କହୁଛନ୍ତି ଯେ ସେ ବିଷୟରେ ଅବଗତ ନାହାନ୍ତି । ଏହି ମାମଲାରେ ତିନିଜଣ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛନ୍ତି ମୁଖ୍ୟ ଫିଜିଓ, ମୁଖ୍ୟ ପ୍ରଶିକ୍ଷକ ଓ ଚୟନ କମିଟିର ଅଧ୍ୟକ୍ଷ । ଗମ୍ଭୀର ଆହୁରି ମଧ୍ୟ କହିଛନ୍ତି କି ରୋହିତ ଭାରତ ବ୍ୟାଟିଂ ଲାଇନରେ ଜଣେ ଅବିଚ୍ଛେଦ୍ୟ ଅଙ୍ଗ ଏବଂ ଅଷ୍ଟ୍ରେଲିଆ ଗସ୍ତରେ ତାଙ୍କର ଆବଶ୍ୟକତା ରହିଥିଲା ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ