Masthead

ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଲେ ରୋହିତ ପୂଜାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଲେ ରୋହିତ ପୂଜାରୀ । ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟପାଳଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସୁପାରିସକୁ ରାଜ୍ୟପାଳ ଅନୁମୋଦନ କଲେ । ରିପୋର୍ଟ କାର୍ଡରେ ଅସନ୍ତୁଷ୍ଟ ହୋଇ ମୁଖ୍ୟମନ୍ତ୍ରୀ କଲେ ସୁପାରିସ । ଅତନୁ ସବ୍ୟସାଚୀ ନାୟକଙ୍କୁ ଦିଆଗଲା ଦାୟିତ୍ୱ । ଏଣିକି ଉଚ୍ଚଶିକ୍ଷା ଦାୟିତ୍ୱ ସମ୍ଭାଳିବେ ଅତନୁ । ୨୦୨୨ରେ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଥିଲା।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ