ଭୁଶୁଡ଼ିଲା ଛାତ, ଗୋଟିଏ ପରିବାରର ୪ ମୃତ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଭୁଶୁଡ଼ିଲା ଛାତ । ଗୋଟିଏ ପରିବାରର ୪ ମୃତ । ଉତ୍ତରପ୍ରଦେଶରେ ଘଟିଛି ଏହି ଅଭାବନୀୟ ଘଟଣା । । ଦିନକ ପୂର୍ବରୁ ହୋଇଥିଲା ଛାତ ଗ୍ରୀଡିଙ୍ଗ । ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି। ସୂଚନାନୁସାରେ, ବୁଲନ୍ଦଶାହର ଜିଲାର ନରସେନା ପୋଲିସ ଷ୍ଟେସନ ଅଧୀନରେ ଥିବା ମାୱାଇ ଗ୍ରାମରେ ବିଳମ୍ବିତ ରାତିରେ ଘରର ଛାତ ଭୁଶୁଡି ପଡିଛି। ପରିବାର ସଦସ୍ୟଙ୍କୁ ଭଗ୍ନାବଶେଷ ତଳେ ପୋତି ହୋଇଯାଇଥିଲେ।

ଯେଉଁଥିରୁ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣଙ୍କୁ ଗୁରୁତର ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ସେପଟେ ଘଟଣାକୁ ନେଇ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିବା ସହ ଘରର ମରାମତି ପାଇଁ ସହାୟତା ରାଶି ପ୍ରଦାନ କରିବା ପାଇଁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ