Masthead

ବିଶ୍ୱ ଶୌଚାଳୟ ଦିବସ

ରାଉରକେଲା(ବଡ଼ ଖବର ବ୍ୟୁରୋ): ରାଉରକେଲା ମହାନଗର ନିଗମ ପକ୍ଷରୁ କାଲି ଶୌଚାଳୟ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଶୌଚାଳୟ ବ୍ୟବହାର ସଂପର୍କରେ ଆଲୋକପାତ କରିଥିଲେ । ମହାନଗର ନିଗମର ଅନ୍ୟ ଦୁଇ ଡେପୁଟି କମିଶନର ଡକ୍ଟର ଗୌରବମୟ ପ୍ରଧାନ ଓ ସୀତାଦେବୀ ମାଝି କହିଥିଲେଯେ, ମହିଳାମାନେ ସ୍ୱଚ୍ଛତା ଦିଗରେ ବେଶ ଯତ୍ନବାନ। ଏହି ଅବସରରେ ସହରର ୩୬ଟି ଗୋଷ୍ଠୀ ଶୌଚାଳୟର ପରିଚାଳନା ନିମନ୍ତେ ୩୬ଟି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ସହ ଏମ୍ଓୟୁ ସ୍ୱାକ୍ଷର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା