Masthead

ହୋଣ୍ଡା ଓରାମକୁ ଦଣ୍ଡାଦେଶ

ସ୍ତ୍ରୀର ଚରିତ୍ରକୁ ସନ୍ଦେହକରି ୩ ବର୍ଷର ଶିଶୁ ପୁତ୍ରର ତଣ୍ଟିକାଟି ହତ୍ୟା କରିଥିଲା ବାପା

ରାଉରକେଲା(ବଡ଼ ଖବର ବ୍ୟୁରୋ): ବାପା ପାଇଁ ପୁଅ ପାଲଟିଥିଲା ବୋଝ । ସ୍ତ୍ରୀର ଚରିତ୍ରକୁ ସନ୍ଦେହକରି ୩ ବର୍ଷର ଶିଶୁ ପୁତ୍ରର ତଣ୍ଟିକାଟି ହତ୍ୟା କରିଥିଲା ବାପା । ଦୁନିଆକୁ ସମ୍ପୂର୍ଣ୍ଣରୂପେ ବୁଝିବା ପୂର୍ବରୁ ଶବ ପାଲଟିଗଲା ପୁଅ । ୨୦୧୯ରେ ଏଭଳି ଲୋମହର୍ଷଣକାରୀ ହତ୍ୟା ଘଟିଥିଲା ସୁନ୍ଦରଗଡ଼ ଜିଲ୍ଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଦଲପସରେ । ଆଜି ଏହି ମାମଲାର ଶୁଣାଣିକରି ରାଉରକେଲା ଏସଡିଜେଏମ୍ କୋର୍ଟ ପୁତ୍ର ହନ୍ତା ହୋଣ୍ଡା ଓରାମକୁ ୫,୦୦୦ଟଙ୍କା ଜୋରିମାନା ସହିତ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା