Masthead

ସ୍କୁଲ ଖେଳପଡ଼ିଆ ଚିହ୍ନଟକୁ ନେଇ ବିବାଦ

ରାଉରକେଲା (ବଡ଼ ଖବର ବ୍ୟୁରୋ): ବିଶ୍ରା ବ୍ଲକ ଅନର୍ଗତ ଦଲପୋଷ ସ୍କୁଲ ଖେଳପଡ଼ିଆ ପ୍ରଶାସନ ପକ୍ଷରୁ ଚିହ୍ନଟ କରାଯାଇଛି । ମାତ୍ର ଗ୍ରାମବାସୀ ଏହାକୁ ଘୋର ବିରୋଧ କରୁଛନ୍ତି । ସକାଳୁ ଦ୍ୱିପହର ପର୍ୟ୍ୟନ୍ତ ପ୍ରଶାସନିକ ଅଧିକାରୀ ଓ ପୁଲିସକୁ ଉକ୍ତ ସ୍ଥାନକୁ ଯିବାକୁ ଦିଆଯାଇ ନ ଥିଲା । ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ପ୍ରାୟ ୧୦୦ବର୍ଷରୁ ଉକ୍ତ ଜମିରେ ଗ୍ରାମର ସମସ୍ତ କାର୍ୟ୍ୟକ୍ରମ ସହିତ ସ୍କୁଲ ଖେଳ ଆଦି ହୋଇଅସୁଥିଲା । ହଠାତ୍ ଉକ୍ତ ଜମିକୁ ଜଣେ ବ୍ୟକ୍ତି ନିଜର ବୋଲି ଦାବି କରି ଦଖଲ କରିବାକୁ ଆସିଥିଲେ । ଏହାକୁ ଗ୍ରାମବାସୀ ବିରୋଧ କରିବାରୁ ସେ ଉଚ୍ଚ ନ୍ୟାୟାଳୟର ନିର୍ଦେଶରେ କାର୍ଯ୍ୟ କରୁଥିବା କହିତଥିଲେ । ଅପରପକ୍ଷରେ ବିବାଦର ସମାଧାନ ପାଇଁ ଗ୍ରାମବାସୀ ୧ ମାସ ମହଲତ ମାଗିଛନ୍ତି। ସେମାନେ ଅନୁରୋଧପତ୍ର ତହସିଲଦାର ଜ୍ୟୋତ୍ସ୍ନାରାଣୀ ସାହୁଙ୍କୁ ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ