Masthead

ଲ୍ୟାଣ୍ଡର ବିକ୍ରମର ଫଟୋ ପଠାଇଲା ରୋଭର ପ୍ରଜ୍ଞାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚନ୍ଦ୍ରପୃଷ୍ଠରୁ ଆସିଲା ନୂଆ ଫଟୋ । ପ୍ରଥମ ଥର ପାଇଁ ଲ୍ୟାଣ୍ଡର ବିକ୍ରମର ଫଟୋ ପଠାଇଲା ରୋଭର ପ୍ରଜ୍ଞାନ । ଏହି ଫଟୋରେ ଦୁଇ ପେ’ ଲୋଡ ଚାଷ୍ଟେ ଓ ଇଲସା ବି ହେଲେ ଦୃଶ୍ୟମାନ ହେଉଛନ୍ତି । ଏହି ଫଟୋ ସେୟାର କରିଛି ଇସ୍ରୋ । ଏହି ଫଟୋରେ ଚନ୍ଦ୍ରପୃଷ୍ଠରେ ବିକ୍ରମ ଛିଡ଼ା ହୋଇଥିବା ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି । ଆଜି ସକାଳ ୭ଟା ୩୫ମିନିଟରେ ଏହି ଫଟୋ ଉଠାଇଛି ରୋଭର ପ୍ରଜ୍ଞାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି