Masthead

ଆଜି ରୟାଲକୁ ଟକ୍କର ଦେବ ରୟାଲ୍ସ

ଦୁବାଇ (ବଡଖବର ବ୍ୟୁରୋ): ଆଜି ଆଇପିଏଲ ମହାସମରରେ ରୟାଲ ଚ୍ୟାଲେଞ୍ଜର ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ ରୟାଲ୍ସ । ଚଳିତ ବର୍ଷ ଉଭୟ ଦଳ ତିନୋଟି ଲେଖାଏଁ ମ୍ୟାଚ ଖେଳିଥିବା ବେଳେ ଦୁଇଟି ଲେଖାଏଁ ମ୍ୟାଚ ଜିତିଛନ୍ତି । ଦୁଇ ଦଳର ପର୍ଫମାନ୍ସ ଭଲ ରହିଛି । ବିରାଟ ବାହିନୀ ଶେଷ ମ୍ୟାଚରେ ଶକ୍ତିଶାଳୀ ମୁମ୍ବାଇ ଇଣ୍ଡିଆନ୍ସକୁ ସୁପର ଓଭରରେ ଚକମା ଦେଇ ଦମଦାର ବିଜୟ ହାସଲ କରିଥିଲା । ଆଜିର ମ୍ୟାଚରେ ଦଳ ରୟାଲ୍ସକୁ ହରାଇ ବିଜୟ ଧାରା ଜାରି ରଖିବ ବୋଲି ପ୍ରଂଶସକମାନେ ଆଶା ରଖିଛନ୍ତି । ସେପଟେ ଯୁବ ଖେଳାଳି ଖଚିତ ରାଜସ୍ଥାନ ରୟାଲ୍ସ ଶେଷ ମ୍ୟାଚରେ କୋଲକାତା ନାଇଟ୍ ରାଇଡର୍ସଠାରୁ ପରାଜୟ ବରଣ କରିଥିଲା । ଆଜିର ମ୍ୟାଚରେ ଦଳ ବିଜୟ ହୋଇ ପୁଣିଥରେ ମ୍ୟାଚକୁ ଫେରିବାର ଆଶା ରଖିଛି । ଦଳର ଯୁବ ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏବଂ ରାହୁଲ ତେବତିଆ ଚଳିତ ବର୍ଷ ଦମଦାର ବ୍ୟାଟିଂ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ