Masthead

ଆରପିଏଫ କର୍ମଚାରୀଙ୍କୁ ହତ୍ୟା

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ଆରପିଏଫ କର୍ମଚାରୀଙ୍କୁ ହତ୍ୟା କରି ଫ୍ୟାନରେ ଝୁଲାଇଦେଲେ କ୍ଷ ତଦନ୍ତ ଠିକରେ କରୁନି ରାୟପୁର ପୋଲିସ । ଏପଟେ ନିରପେକ୍ଷ ତଦନ୍ତ ପାଇଁ ଦାବି କରି ନୟାଗଡ଼ ଜିଲ୍ଲାପାଳଙ୍କୁ ଭେଟିଲେ ମୃତ ଆରପିଏଫ ଯବାନଙ୍କ ପରିବାର ଲୋକ । ଛତିଶଗଡ଼ ରାୟପୁର ମହାଶମୁଣ୍ଡ ଜିଲ୍ଲା ରେଲୱେ ଷ୍ଟେସନରେ କାର୍ଯ୍ୟରତ ଥିଲେ ମୃତ କର୍ମଚାରୀ । ମୃତକ ଜଣକ ହେଲେ ଆରପିଏଫ କର୍ମଚାରୀ ଆଲୋକ କୁମାର ସାହୁ । ଆଲୋକଙ୍କ ଘର ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ହରିହରପୁର ଗାଁ ରେ ।

ଗତ ୧୮ ତାରିଖରେ ଆଲୋକଙ୍କ ଶବ ଭଡାଘର ପଙ୍ଖାରେ ଏକ ରଶିରେ ଝୁଲି ରହିଥିବା ଦେଖିବାକୁ ମିଳିଥିଲା । ମାତ୍ର ଆଲୋକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟିହୋଇ ରକ୍ତ ଝରୁଥିବା ସହ ପାରିପାର୍ଶ୍ଵିକ ଅବସ୍ଥାରୁ କେହି ତାଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବା ଉଦେଶ୍ୟରେ ଝୁଲାଇ ଦେଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ । ତେବେ ଘଟଣାର ବିଧିବଦ୍ଧ ତଦନ୍ତ ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ