Masthead

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ଇନକମ ଟ୍ୟାକ୍ସ ନୋଟିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ଇନକମ ଟ୍ୟାକ୍ସ ନୋଟିସ । ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିବାର କିଛି ଘଣ୍ଟା ପରେ ଏହି ନୋଟିସ ମିଳିଛି । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ନେତା ବିବେକ ଟଙ୍ଖା । ୨୦୧୭-୧୮ ଏବଂ ୨୦୨୦-୨୧ ବର୍ଷ ପାଇଁ ଏହି ନୋଟିସ୍ ପ୍ରଦାନ କରାଯାଇଛି। ଏଥିରେ ଜରିମାନା ଏବଂ ସୁଧ ମଧ୍ୟ ସାମିଲ ରହିଛି। ଗୁରୁବାର ଦିନ ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ କର୍ତ୍ତୃପକ୍ଷଙ୍କ ଦ୍ୱାରା ଚାରି ବର୍ଷ ପର୍ୟ୍ୟନ୍ତ ଟିକସ ପୁନଃ ମୂଲ୍ୟାଙ୍କନ ଆରମ୍ଭ କରିବାକୁ ଚ୍ୟାଲେଞ୍ଜ କରି କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ