Masthead

‘ଇଣ୍ଡିଆ’ ଶଦ୍ଦ ବନ୍ଦ କରିବା ଉଚିତ: ମୋହନ ଭଗୱତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଇଣ୍ଡିଆ ବଦଳରେ ଦେଶକୁ ଭାରତ ବୋଲି ସମ୍ବୋଧନ କରନ୍ତୁ। ଭାଷା ଯାହା ବି ହେଉ ନାମ ସମାନ ରହିବା ଉଚିତ । ଏପରି କହିଛନ୍ତି ରାଷ୍ଟ୍ରୀୟ ସ୍ବଂୟ ସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭଗୱତ। ସେ କହିଛନ୍ତି, ଇଣ୍ଡିଆ ବଦଳରେ ଭାରତ ନାମ ବ୍ୟବହାର କରାଯିବା ଉଚିତ। ଏଥିପାଇଁ ମୁଁ ଲୋକଙ୍କୁ ଅନୁରୋଧ କରୁଛି। ପ୍ରାଚୀନ କାଳରୁ ଭାରତର ନାମ ଚାଲିଆସୁଛି ଏବଂ ଏହା ଆଗକୁ ମଧ୍ୟ ଜାରି ରହିବା ଉଚିତ ବୋଲି ସେ କହିଛନ୍ତି। ଭାଷା ଯାହା ବି ହେଉ ନାମ ସମାନ ରହିବା ଉଚିତ ।

ଭାଗବତ କହିଛନ୍ତି, “ଆମ ଦେଶ ହେଉଛି ଭାରତ ଏବଂ ଆମକୁ ସମସ୍ତ ବ୍ୟବହାରିକ କ୍ଷେତ୍ରରେ ‘ଇଣ୍ଡିଆ’ଶବ୍ଦ ବ୍ୟବହାର ବନ୍ଦ କରିବା ଉଚିତ । ଭାରତ ଶବ୍ଦ ବ୍ୟବହାର କରିବା ଆରମ୍ଭ କରିବାକୁ ପଡ଼ିବ । ସେତେବେଳେ ହିଁ ପରିବର୍ତ୍ତନ ଆସିବ । ସକଲ ଜୈନ ସମାଜର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଭଗୱତ କହିଛନ୍ତି, ଶତାବ୍ଦୀ ଶତାଦ୍ଦୀ ଧରି ଆମ ଦେଶର ନାମ ଭାରତ ରହିଆସିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି