Masthead

ମାଗିଲେ ମିଳୁନି ସୂଚନା

ଚିଲିକା, (ବଡ଼ ଖବର ବ୍ୟୁରୋ): ସୂଚନା ଅଧିକାର ଆଇନରେ ମିଳୁନି ସୂଚନା । ବିଭିନ୍ନ ଆଳ ଦେଖାଇ ଦିନ ପରେ ଦିନ ଗଡ଼ାଇ ଚାଲିଛନ୍ତି ଲୋକସମ୍ପର୍କ ଅଧିକାରୀ । ଏଭଳି ଏକ ସାଂଘାତିକ ଅଭିଯୋଗ ଆସିଛି ଚିଲିକା ବ୍ଲକରୁ । ଚିଲିକା ବ୍ଲକ ମାନସିଂହପୁର ପଞ୍ଚାୟତ ସୋରଣ ଗ୍ରାମର ସୂଚନା ଅଧିକାର କର୍ମୀ ପ୍ରଦୀପ ବେହେରା ବାତ୍ୟା ସମୟରେ ପଞ୍ଚାୟତକୁ ଆସିଥିବା କିଛି ସାମଗ୍ରୀର ତଥ୍ୟ ଜାଣିବା ପାଇଁ ତା ୨୦୨୦ ଜୁଲାଇ ୩ରେ ଚିଲିକା ବ୍ଲକ ଲୋକସମ୍ପର୍କ ଅଧିକାରୀଙ୍କ ନିକଟରେ ଲିଖିତ ଫର୍ମ ଦାଖଲ କରିଥିଲେ ମଧ୍ୟ ଏଯାବତ ତାଙ୍କୁ କୌଣସି ସୂଚନା ମିଳି ନ ଥିବା ଅଭିଯୋଗ କରିଛନ୍ତି ପ୍ରଦୀପ ।

ଲୋକସମ୍ପର୍କ ଅଧିକାରୀଙ୍କୁ ଏ ବାବଦରେ ପଚାରିବାରୁ ସେ ତାଙ୍କ କାମ କରିଦେଇଛନ୍ତି କହି ନିଜ ମୁଣ୍ଡରୁ ଦୋଷ ତୁଟାଇ ଦେଇଛନ୍ତି । ଏନେଇ ଗତ ମାସ ୧ ତାରିଖରେ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଯାହକୁ ନେଇ ସେ ରାଜ୍ୟ ସୂଚନା ଆୟୋଗଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା