Masthead

ନବମୀ ଓ ଭସାଣିରେ ଖୋଲା ରହିବ ଆରଟିଓ ଅଫିସ

କଟକ, (ବଡ଼ ଖବର ବ୍ୟୁରୋ): ଗାଡ଼ିଗୁଡ଼ିକର ନୂତନ ପଞ୍ଜୀକରଣ ନିମନ୍ତେ ସରକାର ଗୁରୁତ୍ଵ ଦେଇଛନ୍ତି। ଆସନ୍ତା ୨୫ ତାରିଖ ରବିବାର ଦଶହରା ପଡ଼ୁଥିବାବେଳେ ୨୪ ତାରିଖ ନବମୀ ଓ ୨୬ ତାରିଖ ଏକାଦଶୀ ପଡ଼ୁଛି। ଏହି ଦିନ ସରକାରୀ ଅଫିସଗୁଡ଼ିକ ଛୁଟି ଥିବାବେଳେ ଆରଟିଓ ଅଫିସ କିନ୍ତୁ ଖୋଲା ରହିବ। ତେବେ ଏହି ଦୁଇଦିନ କେବଳ ଦୁଇ ଘଣ୍ଟା ପାଇଁ ଅଫିସ୍ ଖୋଲା ରହିବ। ଆଞ୍ଚଳିକ ପରିବହନ ଅଫିସରେ କର୍ମଚାରୀ କାର୍ୟ୍ୟ କରିବେ। ପୂର୍ବରୁ କରୋନା ଲକଡାଉନ୍ ପାଇଁ ଗାଡ଼ି ମାଲିକ ପଞ୍ଜୀକରଣ ଲାଗି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ତେଣୁ ଦଶହରାରେ ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଆଞ୍ଚଳିକ ପରିବହନ ଅଫିସ ଖୋଲା ରଖିବାକୁ ରାଜ୍ୟ ପରିବହନ କମିଶନର ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ