Masthead

ଦିଲ୍ଲୀବାସୀଙ୍କୁ ଅନଲାଇନରେ ଉପଲବ୍ଧ ଆରଟିଓ ସେବା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ପ୍ରଥମ ଥର ପାଇଁ ବନ୍ଦ ହୋଇଛି ଆରଟିଓ ଅଫିସ । ସିଏମ୍ ଅରବିନ୍ଦ କେଜରିୱାଲ ଦିଲ୍ଲୀର ଆରଟିଓ କାର୍ୟ୍ୟାଳୟକୁ ତାଲା ପକାଇ ଦେଇଛନ୍ତି । ବର୍ତ୍ତମାନ ଦିଲ୍ଲୀବାସୀଙ୍କୁ ଆଉ ସରକାରୀ କାର୍ଯ୍ୟାଳୟ ବାହାରେ ଲମ୍ବା ଧାଡିରେ ଠିଆ ହେବାକୁ ପଡିବ ନାହିଁ । ସମସ୍ତ ଆରଟିଓ ସେବାଗୁଡିକ ନିଜ ଘରେ ଅର୍ଥାତ୍ ଅନଲାଇନ୍ ଉପଲବ୍ଧ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ