Masthead

ଶ୍ରୀମନ୍ଦିରରେ ରୁକ୍ମିଣୀହରଣ ଏକାଦଶୀ: ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ରୁକ୍ମିଣୀହରଣ ଏକାଦଶୀ । ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରଭୁଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ବନ୍ଦ ରହିବ ଦର୍ଶନ । ଆପାତତଃ ୨ଟାରୁ ୫ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ। ତେବେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ୨ଟାରୁ ୫ଟା ଯାଏ ଜନସାଧାରଣ ଦର୍ଶନ କରିପାରିବେ ନାହିଁ। ଅନ୍ୟପଟେ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ବୈଠକରେ ନୀତିକାନ୍ତି ଓ ସେବାୟତଙ୍କ କାର୍ୟ୍ୟ ସମ୍ପାଦନ ଉପରେ ଆଲୋଚନା ହେବ। ମୁଖ୍ୟ ପ୍ରଶାସକ, ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି