Masthead

ହେଡକ୍ୱାଟର ଛାଡି ଯାଇପରିବେନି କର୍ମଚାରୀ

ବ୍ରହ୍ମପୁର( ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବେକାବୁ ହେବାରେ ଲାଗିଛି କରୋନା । କରୋନାର ଦ୍ୱତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ଜିଲ୍ଲା ହେଡକ୍ୱାଟର ନଛାଡିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଏନେଇ ଆଜି ଜିଲ୍ଲାପାଳଙ୍କ ଅଫିସ ପକ୍ଷରୁ ଟ୍ୱଇଟ କରି ସୂଚନା ଦିଆଯାଇଛି । କେବଳ ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ନେଇ ଛୁଟିରେ ଯିବାକୁ କର୍ମଚାରୀମାନଙ୍କୁ କୁହାଯାଇଛି ।

କରୋନାର ପ୍ରଥମ ଲହର ବେଳେ ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଇଥିଲେ । ଯାହାକୁ ମାତ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନୂଆ ନିୟମ ସହ କଠୋର ମନୋଭାବ ପୋଷଣ କରିଥିଲା । ପରେ ଆକ୍ରାନ୍ତଙ୍କ ସଂଖ୍ୟରେ ରୋକ ଲାଗିଥିଲା । କିନ୍ତୁ ଚଳିତ ବର୍ଷ ଦ୍ୱତୀୟ ଲହରରେ ଜିଲ୍ଲାରେ ପୁଣି ଆକ୍ରାନ୍ତଙ୍କ ସଂଖ୍ୟ ବଢିବାରେ ଲାଗିଛି । ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପୁଣି କଠୋର ମନୋଭାବ ପୋଷଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର