Masthead

ଚାଉଳ ପ୍ରସଙ୍ଗକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରତିକ୍ରିୟା । କହିଲେ ରାଜ୍ୟରେ ଖରିଫ ଓ ରବି ଋତୁ ରେ ୫୪ ଲକ୍ଷ ମେଟ୍ରିକ ଟନ ଚାଉଳ ଉତ୍ପାଦନ ହୋଇଥାଏ । ସେଥିରୁ ୨୪ ଲକ୍ଷ ମେଟ୍ରିକ ଟନ ଚାଉଳ ରାଜ୍ୟରେ ପଡିଏସ୍ ଜରିଆରେ ବ୍ୟବହୃତ ହୋଇଥାଏ । ଆଉ ୩୦ ଲକ୍ଷ ମେଟ୍ରିକ ଟନ ରହିଯାଏ । ଚଳିତ ବର୍ଷ ଏଫସିଆଇ ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ମେଟ୍ରିକ ଟନ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ ଲକ୍ଷ ମେଟ୍ରିକ ଟନ ଚାଉଳ ନେବ ବୋଲି ଚିଠି କରିଛି । ଆହୁରି ୧୮ ରୁ ୨୦ ଲକ୍ଷ ମେଟ୍ରିକ ଟନ ଚାଉଳ ରାଜ୍ୟରେ ବଳି ପଡିବ ତାକୁ କିଏ ନେବ ।

ସେହିପରି ଆହୁରି କହିଛନ୍ତି ଗତବର୍ଷ କୋଭିଡ ସମୟରେ ଯେଉଁ ଅତିରିକ୍ତ ୫ କେଜି ଚାଉଳ ଦିଆ ଯାଉଥିଲା ତେଣୁ ସବୁ ବଳକା ଚାଉଳ ବ୍ୟବହାର ହୋଇଯାଇଥିଲା । ବର୍ତ୍ତମାନ ସେ ୫ କେଜି ଚାଉଳ କାଟି ଦେବା ଫଳରେ ପରୋକ୍ଷ ଭାବେ ଧାନକିଣାରେ ଏହାର ପ୍ରଭାବ ପଡିବ । ସେଥିପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଏହି କଥା କହୁଥିବା ବେଳେ ଉଭୟ ବିଜେପି ଓ ବିଜେଡି ସଦସ୍ୟମାନଙ୍କ ମଧ୍ୟରେ କଥା କଟା କଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି