Masthead

ହିଥ୍ ଷ୍ଟ୍ରିକଙ୍କ ମୃତ୍ୟୁ ଗୁଜବ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଜିମ୍ବାୱେର ପୂର୍ବତନ କ୍ୟାପଟେନ ହିଥ୍ ଷ୍ଟ୍ରିକଙ୍କ ମୃତ୍ୟୁ ଖବର ବୁଧବାର ସକାଳେ ପ୍ରଚାର ହେଇଥିଲା । କିନ୍ତୁ ଏହା ଗୁଜବ ବୋଲି ଜଣାପଡ଼ିଛି । ହିଥ୍ ଷ୍ଟ୍ରିକଙ୍କ ସାଥି ଖେଳାଳି ହେନେରୀ ଓଲଙ୍ଗା ସୋସିଆଲ ମିଡିଆରେ ଏ ବିଷୟରେ ସୂଚନା ଦେଇଥିଲେ କିନ୍ତୁ ପରେ ସେ ନିଜେ ଏହି ଖବରକୁ ଖଣ୍ଡନ କରି କହିଛନ୍ତି ଯେ ‘ହିଥ୍ ଷ୍ଟ୍ରିକ ଜୀବିତ ଅଛନ୍ତି’ । ଷ୍ଟ୍ରିକଙ୍କ ସହ ଚାଟ୍ ର ଏକ ସ୍କ୍ରିନ ସଟ ସେୟାର କରିଛନ୍ତି ।

ଯେଉଁଥିରେ ଲେଖାଅଛି ‘ହିଥ୍ ଷ୍ଟ୍ରିକଙ୍କ ମୃତ୍ୟୁ ଖବରକୁ ବହୁତ ବଢେଇ ଚଢେଇ କରି ପ୍ରସାରଣ କରାଯାଇଛି । ମୁଁ ଏବେ ଏବେ ତାଙ୍କ ସହ କଥା ହେଇଛି । ସେ ଜୀବିତ ଅଛନ୍ତି । ସେପଟେ ‘୨୦୨୧ରେ ଆଇସିସି ର ଭ୍ରଷ୍ଟାଚାର ବିରୋଧୀ ଆଇନ ଅନୁଯାୟୀ ୫ ଟି ମାମଲାରେ ଆରୋପି ହିଥ୍ ଷ୍ଟ୍ରିକଙ୍କୁ ଆଠବର୍ଷ ପାଇଁ ପ୍ରତିବନ୍ଧ ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ