Masthead

ମୋଦିଙ୍କୁ ନୋବେଲ ପୁରସ୍କାର ଗୁଜବ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ନୋବେଲ ଶାନ୍ତି ପୁରସ୍କାର ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ନୋବେଲ ପୁରସ୍କାର କମିଟିର ଡେପୁଟି ଲିଡର ଆସଲେ ତୋଜେ କହିଥିଲେ । ନୋବେଲ ଶାନ୍ତି ପୁରସ୍କାର ପାଇଁ ମୋଦି ରେସରେ ସବୁଠୁ ଆଗରେ ରହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସନକୁ ପ୍ରଶଂସା କରି ସେ କହିଥିଲେ, ମୋଦିଙ୍କ ବିଶେଷ ନୀତି ଯୋଗୁ ଭାରତ ଏକ ଧନୀ ଏବଂ ଶକ୍ତିଶାଳୀ ଦେଶ ହେବାକୁ ଯାଉଛି।

ଏହି ପୁରସ୍କାର ଲାଗି ତାଙ୍କ ନାମ ବିଚାରକୁ ନିଆଯାଇପାରେ ବୋଲି ନରଓ୍ବେଜିଆନ୍‌ ନୋବେଲ ପ୍ରାଇଜ୍‌ କମିଟି ସଦସ୍ୟ ଆସ୍‌ଲେ ତୋଜେ ଟୁଇଟ୍‌ କରିଥିବା ନେଇ ଖବର ପ୍ରକାଶ ପାଇଥିଲା। ଏନେଇ ଚର୍ଚ୍ଚା ଜୋର୍‌ ଧରିଥିବାବେଳେ ଏହାକୁ ତୋଜେ ଖଣ୍ଡନ କରିଛନ୍ତି। ଏହା ସମ୍ପୂର୍ଣ୍ଣ ଭାବେ ମିଥ୍ୟା ବୋଲି ତୋଜେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି