Masthead

ବାପା ହେବାକୁ ଚାହୁଁଛନ୍ତି ଦୌଡ଼ରାଣୀ ଦୂତୀ ଚାନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାପା ହେବାକୁ ଚାହୁଁଛନ୍ତି ଦୌଡ଼ରାଣୀ ଦୂତୀ ଚାନ୍ଦ । ଏନେଇ ସେ ଏକ ଜାତୀୟ ମାଗାଜିନକୁ ସାକ୍ଷାତକାର ଦେଇ ଏହା କହିଛନ୍ତି। ଦୂତି ଚାନ୍ଦ ତାଙ୍କ ବାନ୍ଧବୀକୁ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାହାର ଫଟୋ ଏବେ ଇଣ୍ଡିଆ ଟୁଡେ କଭର ପେଜରେ ବାହାରିଛି ।

ସେପଟେ ବିବାହ ପରେ କିଏ ବାପା ଏବଂ କିଏ ହେବ ବୋଲି ପଚରା ଯିବାରୁ ଦୂତି କହିଛନ୍ତି ସନ୍ତାନ ହେଲେ ମୋତେ ବାପା ଓ ମୋନାଲିସାଙ୍କୁ ମା’ ଡାକିବ । ଠାକୁରଙ୍କ ପାଖରେ ଆମେ ଦୁହେଁ ବିବାହ କରିସାରିଛୁ ।

ସେପଟେ ନିଜର ଜଣେ ବାଲ୍ୟ ବାନ୍ଧବୀ ମୋନାଲିସାଙ୍କ ସହ ସମଲିଙ୍ଗୀ ସମ୍ପର୍କକୁ ନେଇ ନିଜେ ଦୂତି ସ୍ୱୀକାର କରିଥିଲେ। ଏହା ସାମ୍ନାକୁ ଆସିବା ପରେ ତାଙ୍କର ଏହି ସମ୍ପର୍କକୁ ପରିବାର ଲୋକ ବିରୋଧ କରିଥିଲେ। ସମଲିଙ୍ଗୀ ବିବାହ ଅଧିକାର ନେଇ ଆଗତ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ