Masthead

ବେଆଇନ ଭାବେ ବାର୍ ଚଳାଇବା ପଡିଲା ମହଙ୍ଗା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବେଆଇନ ଭାବେ ବାର୍ ଚଳାଇବା ପଡିଲା ମହଙ୍ଗା। ମନୀଷ ଅନୁରାଗ ହତ୍ୟାକାଣ୍ଡ ମାମଲାରେ ପୁଲିସ ତିନିଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ଅଭିଯୁକ୍ତମାନେ ହେଲେ ହୋଟେଲ ସାଉଥ ସିଟି ବାର ମାଲିକ ପ୍ରଦ୍ୟୁମ୍ନ ଜେନା, ବାର୍ ମ୍ୟାନେଜର ଓ କନେଷ୍ଟବଳ ପ୍ରସନ୍ନ ବେହେରା। ଗତକାଲି ଠାରୁ ପୋଲିସ ଏମାନଙ୍କୁ ଅଟକ ରଖିଥିଲା ।

କୋଭିଡ ଗାଇଡଲାଇନ ଉଲଙ୍ଘନ କରିବା, ବେଆଇନ ଭାବେ ବାର ଖୋଲିବା ଓ ଅପରାଧିକ ଷଡଯନ୍ତ୍ର କରିବା ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି। ଗିରଫ ତିନି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେପଟେ କମିସନରେଟ ପୁଲିସ ଗତକାଲିଠାରୁ ଅନିର୍ଦ୍ଧିଷ୍ଟ ସମୟ ପାଇଁ କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର