Masthead

ବେଆଇନ ଭାବେ ବାର୍ ଚଳାଇବା ପଡିଲା ମହଙ୍ଗା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବେଆଇନ ଭାବେ ବାର୍ ଚଳାଇବା ପଡିଲା ମହଙ୍ଗା। ମନୀଷ ଅନୁରାଗ ହତ୍ୟାକାଣ୍ଡ ମାମଲାରେ ପୁଲିସ ତିନିଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ଅଭିଯୁକ୍ତମାନେ ହେଲେ ହୋଟେଲ ସାଉଥ ସିଟି ବାର ମାଲିକ ପ୍ରଦ୍ୟୁମ୍ନ ଜେନା, ବାର୍ ମ୍ୟାନେଜର ଓ କନେଷ୍ଟବଳ ପ୍ରସନ୍ନ ବେହେରା। ଗତକାଲି ଠାରୁ ପୋଲିସ ଏମାନଙ୍କୁ ଅଟକ ରଖିଥିଲା ।

କୋଭିଡ ଗାଇଡଲାଇନ ଉଲଙ୍ଘନ କରିବା, ବେଆଇନ ଭାବେ ବାର ଖୋଲିବା ଓ ଅପରାଧିକ ଷଡଯନ୍ତ୍ର କରିବା ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି। ଗିରଫ ତିନି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେପଟେ କମିସନରେଟ ପୁଲିସ ଗତକାଲିଠାରୁ ଅନିର୍ଦ୍ଧିଷ୍ଟ ସମୟ ପାଇଁ କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ