Masthead

ମା’-ଝିଅଙ୍କୁ ଛୁରା ମାଡ଼ ଘଟଣା, ଅଭିଯୁକ୍ତ ରୂପେଶ ଗିରଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୈଳଶ୍ରୀ ବିହାର ଘର ଭିତରେ ପଶି ମା’-ଝିଅ କୁ ଛୁରା ମାଡ଼ ଘଟଣା । ମୁଖ୍ୟ ଅଭିଯୁକ୍ତ ରୂପେଶ ସହ ଦୁଇ ଗିରଫ । ଆଜି ଉଭୟଙ୍କୁ ହୋଇପାରେ କୋର୍ଟ ଚାଲାଣ । ରୂପେଶକୁ ସହଯୋଗ କରୁଥିବା ଅଭିଯୋଗରେ ଅନ୍ୟ ୨ ଜଣଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ ଅଭିଯୁକ୍ତ କୁ କୋର୍ଟ ଚାଲାଣ କରିବ ପୋଲିସ ।

ତେବେ ରୂପେଶ କାହିଁକି ମା’-ଝିଅକୁ ଛୁରା ମାଡ଼ କଲେ ସେ ନେଇ ପୋଲିସ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିବ । ସୋମବାର ପୂର୍ବାହ୍ନରେ ମହିଳାଙ୍କ ଘରେ କେହି ନଥିବାବେଳେ କେବଳ ମା’-ଝିଅ ଥିଲେ । ଏହି ସମୟରେ ପଡୋଶୀ ଯୁବକ ମହିଳାଙ୍କ ଡ୍ରେସ ପିନ୍ଧି ତାଙ୍କ ଘରକୁ ଆସିଥିଲେ । କେହି କିଛି ବୁଝିବା ଆଗରେ ମା’-ଝିଅଙ୍କୁ ଆକ୍ରମଣ କରିଥିଲେ ।

ପରେ ଛୁରା ମାଡ କରିଥିଲେ । ଏହି ସମୟରେ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଫଳରେ ୩ଜଣ ଯାକ ଆହତ ହୋଇଥିଲେ । ଖବରପାଇ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଁଚି ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲା । ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା