ମା’-ଝିଅଙ୍କୁ ଛୁରା ମାଡ଼ ଘଟଣା, ଅଭିଯୁକ୍ତ ରୂପେଶ ଗିରଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୈଳଶ୍ରୀ ବିହାର ଘର ଭିତରେ ପଶି ମା’-ଝିଅ କୁ ଛୁରା ମାଡ଼ ଘଟଣା । ମୁଖ୍ୟ ଅଭିଯୁକ୍ତ ରୂପେଶ ସହ ଦୁଇ ଗିରଫ । ଆଜି ଉଭୟଙ୍କୁ ହୋଇପାରେ କୋର୍ଟ ଚାଲାଣ । ରୂପେଶକୁ ସହଯୋଗ କରୁଥିବା ଅଭିଯୋଗରେ ଅନ୍ୟ ୨ ଜଣଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ ଅଭିଯୁକ୍ତ କୁ କୋର୍ଟ ଚାଲାଣ କରିବ ପୋଲିସ ।

ତେବେ ରୂପେଶ କାହିଁକି ମା’-ଝିଅକୁ ଛୁରା ମାଡ଼ କଲେ ସେ ନେଇ ପୋଲିସ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିବ । ସୋମବାର ପୂର୍ବାହ୍ନରେ ମହିଳାଙ୍କ ଘରେ କେହି ନଥିବାବେଳେ କେବଳ ମା’-ଝିଅ ଥିଲେ । ଏହି ସମୟରେ ପଡୋଶୀ ଯୁବକ ମହିଳାଙ୍କ ଡ୍ରେସ ପିନ୍ଧି ତାଙ୍କ ଘରକୁ ଆସିଥିଲେ । କେହି କିଛି ବୁଝିବା ଆଗରେ ମା’-ଝିଅଙ୍କୁ ଆକ୍ରମଣ କରିଥିଲେ ।

ପରେ ଛୁରା ମାଡ କରିଥିଲେ । ଏହି ସମୟରେ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଫଳରେ ୩ଜଣ ଯାକ ଆହତ ହୋଇଥିଲେ । ଖବରପାଇ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଁଚି ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲା । ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’