Masthead

ୟୁକ୍ରେନ ଉପରେ ରୁଷର ବୋମା ମାଡ଼, ୨୫ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଏବେ ବି ଚାଲିଛି ରୁଷିଆ–ୟୁକ୍ରେନ ଯୁଦ୍ଧ । ରୁଷ ଯୁକ୍ରେନର ବଡ଼ ବଡ଼ ସହର ଉପରେ ଘନ ଘନ ଆକ୍ରମଣ କରିବାରେ ଲାଗିଛି । ତେବେ ଗତକାଲି ରୁଷ ୟୁକ୍ରେନ କିଛି ସହରରେ ଆକ୍ରମଣ କରିଛି । ଯେଉଁଥିରେ ୨୫ ଜଣଙ୍କ ମୃତ୍ୟୁ ହୋଇଛି । ୟୁକ୍ରେନର ଡିନିପ୍ରୋ, କ୍ରେମେନଚୁକ ଏବଂ ପୋଲଟଭା ଦକ୍ଷିଣ‌ରେ ମାଇକୋଲେଭ ଏବଂ ରାଜଧାନୀ କିବରେ ପ୍ରବଳ ବୋମା ବର୍ଷଣ କରିଛି ।

ଦକ୍ଷିଣ ପୂର୍ବ ସହର ଡିନିପ୍ରୋରେ ଏକ ଘରେ ମିସାଇଲ ମାଡ଼ ହେବା ଫଳରେ ଜଣେ ୨ ବର୍ଷୀୟା ଶିଶୁ ଏବଂ ୩୧ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି। ଆକ୍ରମଣରେ ଅନ୍ୟ ୩ ଜଣ ମଧ୍ୟ ଆହତ ହୋଇଛନ୍ତି। କେନ୍ଦ୍ରୀୟ ସହର ଉମାନରେ ୟୁକ୍ରେନର ଆକ୍ରମଣ ଯୋଗୁଁ ୭ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୭ ଜଣ ଆହତ ହୋଇଛନ୍ତି। ସେପଟେ ରୁଷର ୨୧ଟି କ୍ରୁଜ ମିସାଇଲକୁ ୟୁକ୍ରେନ ସେନା ଖସାଇ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ