Masthead

ବଢିଲା ଏସ.ଜୟଶଙ୍କରଙ୍କ ସୁରକ୍ଷା, ୱାଇ ବଦଳରେ ଦିଆଯିବ ଜେଡ୍ ସୁରକ୍ଷା

ନୂଆଦିଲ୍ଲୀ(ବଡ଼ କବର ବ୍ୟୁରୋ):ବଢ଼ିଲା ଜୟଶଙ୍କର ସୁରକ୍ଷା । ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ୱାଇ ବଦଳରେ ଜେଡ୍ ଶ୍ରେଣୀର ସୁରକ୍ଷା ଦିଆଯିବ । ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଆଇବି ଗୁଇନ୍ଦା ରିପୋର୍ଟ ଅନୁସାରେ, ଜୟଶଙ୍କରଙ୍କ ପ୍ରତି ବିପଦ ଥିବାରୁ ତାଙ୍କର ସୁରକ୍ଷାକୁ ବଢ଼ାଇ ଦିଆଯାଇଛି । ଏହା ପୂର୍ବରୁ ବୈଦେଶିକ ମନ୍ତ୍ରୀଙ୍କୁ ଦିଲ୍ଲୀ ପୋଲିସର କମାଣ୍ଡୋ ଦ୍ୱାରା ୱାଇ ଶ୍ରେଣୀ ସୁରକ୍ଷା ଯୋଗାଇ ଦିଆଯାଉଥିଲା । ନିକଟରେ ଗୃହ ମନ୍ତ୍ରାଳୟର ଏକ ବୈଠକରେ ଜୟଶଙ୍କରଙ୍କ ଜୀବନ ପ୍ରତି ଥିବା ସମ୍ଭାବ୍ୟ ବିପଦ ପ୍ରସଙ୍ଗ ଉଠିଥିଲା ।

ବର୍ତ୍ତମାନ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ସିଆରପିଏଫ୍ ସୁରକ୍ଷା ଯୋଗାଇ ଦେବ । ଏବଂ ତାଙ୍କ ସହ ୨୪ ଘଣ୍ଟା ୧୪ରୁ ୧୫ ଜଣ ସଶସ୍ତ୍ର କମାଣ୍ଡୋ ରହିବେ । ବର୍ତ୍ତମାନ ସିଆରପିଏଫର ଭିଆଇପି ସୁରକ୍ଷା ବ୍ୟବସ୍ଥାରେ ୧୭୬ ଜଣ ଯବାନ ଅଛନ୍ତି, ଯେଉଁଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏବଂ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି