Masthead

ଓଡ଼ିଶାରେ ଥିବା ସଂପଦ ତୁଳନାରେ ରାଜ୍ୟର ବିକାଶ ହୋଇନି: ଏସ୍. ଜୟଶଙ୍କର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ପ୍ରେସ୍‌ମିଟ୍‌ । ପ୍ରେସମିଟ କରି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ କହିଛନ୍ତି ଜି-୨୦ରେ କୋଣାର୍କ ଚକ୍ରକୁ ସ୍ଥାନିତ କରିଥିଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାର କଳା, ସଂସ୍କୃତିକୁ ମୋଦିଙ୍କ ଭଲ ପାଇବାର ଏହା ନିଦର୍ଶନ । ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି ।

୫୩ ଲକ୍ଷ ମହିଳାଙ୍କୁ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ୍‌ ମିଳିଛି । ସ୍ୱନିଧି ଯୋଜନାରେ ୫୪ ହଜାର ଉପଭୋକ୍ତା ଓଡ଼ିଶାର ଅଛନ୍ତି । ମୋଦିଙ୍କ ସହଯୋଗୀ ଭଳି ଓଡ଼ିଶାରେ ସରକାର ହେବା ଉଚିତ । ଓଡ଼ିଶା ସହଯୋଗରେ ସଂସଦରେ ୪ଶହ ପାର୍‌ ହେବା ବିଶ୍ୱାସ । ଓଡ଼ିଶାରେ ଥିବା ସଂପଦ ତୁଳନାରେ ରାଜ୍ୟର ବିକାଶ ହୋଇନି । ଚଳିତ ନିର୍ବାଚନରେ ଓଡ଼ିଶା ଲୋକ ମୋଦିଙ୍କୁ ସଶକ୍ତ କରିବା ବିଶ୍ୱାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ