Masthead

କାଲି ଓଡ଼ିଶା ଆସିବେ ଏସ.ଜୟଶଙ୍କର, ୫ରେ ନଡ୍ଡା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହେଭିୱେଟ ବିଜେପି ନେତାଙ୍କ ଘନଘନ ଓଡ଼ିଶା ଗସ୍ତ । କାଲି ଆସିବେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର । ୨ଦିନିଆ ଗସ୍ତରେ ଆସଛନ୍ତି ଏସ. ଜୟଶଙ୍କର । ଭୁବନେଶ୍ୱର, କଟକ, ସମ୍ବଲପୁରରେ ରହିଛି କାର୍ଯ୍ୟକ୍ରମ । ୫ ତାରିଖରେ ପୁଣି ଆସିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଭୁବନେଶ୍ୱରରେ ପ୍ରମୁଖ ନେତାମାନଙ୍କ ସହ କରିବେ ବୈଠକ । କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଛି । ପ୍ରତିକ୍ରିୟା ଦେଇଛନ୍ତି ଗୋଲକ ମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ