Masthead

ସଫଳ ଉତକ୍ଷେପଣ ପରେ ଏସ ସୋମନାଥଙ୍କ ପ୍ରତିକ୍ରିୟା ‘ଅଭିନନ୍ଦନ ଭାରତ’

ଶ୍ରୀହରିକୋଟା (ବଡ଼ ଖବର ବ୍ୟରୋ):ଧରାପୃଷ୍ଠରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା ଆରମ୍ଭ କଲା ଇସ୍ରୋର ବହୁ ପ୍ରତୀକ୍ଷିତ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୩ । ଆଜି ୨.୩୫ ମିନିଟ ସମୟରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାବନ ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ସଫଳତାର ସହ ଉତକ୍ଷେପଣ ହୋଇଛି ଚନ୍ଦ୍ରୟାନ -୩ । ଉତକ୍ଷେପଣ ପରେ ଭାବବହ୍ୱଳ ହୋଇପଡ଼ିଛନ୍ତି ଇସ୍ରୋ ମୁଖ୍ୟ ଏସ ସୋମନାଥ ।

ସଫଳତା ପରେ ଦେଶବାସୀଙ୍କୁ ସମ୍ବୋଧନ କରିବା ଉଦ୍ଦେଶ୍ୟରେ ସୋମନାଥ କହିଥିଲେ  ‘ଅଭିନନ୍ଦନ ଭାରତ’ । ଇସ୍ରୋ ମୁଖ୍ୟ  କହିଛନ୍ତି, “ଚନ୍ଦ୍ରଯାନ -୩ ଚନ୍ଦ୍ର ଆଡକୁ ଯାତ୍ରା ଆରମ୍ଭ କରିଛି। ଏଲଭିଏମ୩ ଚନ୍ଦ୍ରାୟଣ -୩କୁ ସଠିକ ସ୍ଥାନରେ ରଖିଛି । ଆସନ୍ତୁ ସମସ୍ତେ ଚନ୍ଦ୍ରାୟଣ -୩ ପାଇଁ ଶୁଭକାମନା ଜଣାଇବା । ଚନ୍ଦ୍ରୟାନ ଆଗକୁ ତାର ଯାତ୍ରା ଜାରି ରଖିବ ଏବଂ ଚନ୍ଦ୍ର ପୃଷ୍ଠରେ ପହଞ୍ଚିବ” ବୋଲି କହିଛନ୍ତି ଇସ୍ରୋ ମୁଖ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ