Masthead

କାଲି ବାହାଘର

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଓଲିଉଡର ସୁପରହିଟ୍ ଯୋଡି଼ ସବ୍ୟ-ଅର୍ଚ୍ଚିତା ବିବାହ କରିବାକୁ ଯାଉଛନ୍ତି । ରିଲରୁ ରିଅଲ ଲାଇଫ କପଲ ହେବାକୁ ଯାଉଛନ୍ତି ଉଭୟ । ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏନେଇ ସୂଚନା ଦେଇଛନ୍ତି ସବ୍ୟ-ଅର୍ଚ୍ଚିତା । ରାଜସ୍ଥାନରେ ଆସନ୍ତାକାଲି ଉଭୟଙ୍କର ବିବାହ ହେବାକୁ ଯାଉଛି । ପୂର୍ବରୁ ଉଭୟଙ୍କ ନିର୍ବନ୍ଧ ସରିଥିଲା ଆଉ ଆସନ୍ତାକାଲି ଏହି ଦୁଇଜଣ ପରସ୍ପରକୁ ଜୀବନସାଥୀ କରିବେ । ସବ୍ୟସାଚ୍ଚୀ ଏବଂ ଅର୍ଚ୍ଚିତା ଉଭୟ ସେମାନଙ୍କ ଫେସବୁକରେ କରିଥିବା ପୋଷ୍ଟରେ ଲେଖିଛନ୍ତି ଭଗବାନ ଜଗନ୍ନାଥଙ୍କ କୃପାରୁ ଆମେ ଆସନ୍ତାକାଲି ବିବାହ କରିବାକୁ ଯାଉଛୁ । ଏଥିପାଇଁ ଆମକୁ ଆପଣମାନଙ୍କର ଆଶୀର୍ବାଦର ଆବଶ୍ୟକତା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା