Masthead

ଷ୍ଟାର ପ୍ରଚାରକ ଲିଷ୍ଟରେ ସାମିଲ ହେଲେ ସଚିନ ଓ ଗେହଲଟ

ବଡ଼ ଖବର ବ୍ୟୁରୋ: ରାଜସ୍ଥାନର ଦୁଇଟି ବିଧାନସଭା ଆସନ ଉପ-ନିର୍ବାଚନ ପାଇଁ କଂଗ୍ରେସ ତାରକା ପ୍ରଚାରକ ଘୋଷଣା କରିଛି । ଏଥିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ପୂର୍ବତନ ରାଜ୍ୟ ସଭାପତି ସଚିନ ପାଇଲଟଙ୍କ ନାମ ରହିଥିବାର ସୂଚନା ମିଳିଛି । ତାଙ୍କ ସହ କଂଗ୍ରେସର ରାଜ୍ୟ ଦାୟିତ୍ୱରେ ଥିବା ସାଧାରଣ ସମ୍ପାଦକ ଅଜୟ ମୋକେନ ଏବଂ ରାଜ୍ୟ କଂଗ୍ରେସ ସଭାପତି ଗୋବିନ୍ଦସିଂହ୍ନ ଦୋତ୍ରା ମଧ୍ୟ ସାମିଲ ଅଛନ୍ତି ।

ଏନେଇ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ତାରକା ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛନ୍ତି । ରାଜ୍ୟରେ ଭାଲାବ ନାଗର ଏବଂ ଧରିଆୱାଡ ଆସନ ପାଇଁ ଉପ-ନିର୍ବାଚନ ଅନୁଷ୍ଠିତ ହେଉଛି । ସେପଟେ ଅକ୍ଟୋବର ୩୦ରେ ଉପ-ନିର୍ବାଚନ ହେବାକୁ ଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା