ଦୁଇ ଦଳର ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟର ସ୍ୱାର୍ଥ ଓ ବିକାଶ କାମ ବାଟବଣା ହେଉଛି: ସଚିନ ପାଇଲଟ୍

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ବର୍ଷିଲେ ସଚିନ ପାଇଲଟ୍ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ସଚିନ ପାଇଲଟ୍ । ପାଇଲଟ କହିଛନ୍ତି, ଓଡିଶାରେ ବିଜେପି ଓ ବିଜେଡି ଏକ ହୋଇଛନ୍ତି । ଦୁଇ ଦଳର ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟର ସ୍ୱାର୍ଥ ଓ ବିକାଶ କାମ ବାଟବଣା ହେଉଛି । ଦେଶର ୪ଟି ପର୍ୟ୍ୟାୟ ମତଦାନ ପରେ ଏନଡିଏ ବ୍ୟାକଫୁଟକୁ ଚାଲିଯାଇଛି । ବାଲେଶ୍ୱରର ଏମପି ଶ୍ରୀକାନ୍ତ ଜେନା ଥିବା ସମୟରେ ଅଞ୍ଚଳରେ ବିକାଶ ହୋଇଥିଲା । କିନ୍ତୁ ଗତ ୧୦ ବର୍ଷ ହେଲା ବାଲେଶ୍ୱରର ବିକାଶ କାମ ଠପ ହୋଇପଡିଛି । ତେଣୁ ଏଥର ଶ୍ରୀକାନ୍ତ ଜେନା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବାକୁ ସେ ଭୋଟରଙ୍କୁ ଅପିଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!