Masthead

ପାଟଣାରେ ବିଜେଡିର ମିଶ୍ରଣ ପର୍ବ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳି ବିଜୁ ଜନତା ଦଳର ବିରାଟ ମିଶ୍ରଣ ପର୍ବ କେନ୍ଦେଇପଶି ଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ଓ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ବିକାଶମୂଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି।

ପାଟଣା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଅତିଥି ଭାବେ କେନ୍ଦୁଝର ସାଂସଦ ପ୍ରାର୍ଥୀ ଧନୁଞ୍ଜୟ ସିଦ୍ଧୁ, ପାଟଣା ନିର୍ବାଚନମଣ୍ଡଳି ବିଜେଡି ପର୍ଯ୍ୟବେକ୍ଷକ ଡକ୍ଟର ହରିଶ ଚୌଧୁରୀ, ସଂଯୋଜକ କାନନ ବିହାରୀ ପହି, ଜିଲ୍ଲା ବିଜେଡି ସଭାପତି କୁଶ ଆପଟ, ପୂର୍ବତନ ଜିଲ୍ଲା ସଭାପତି ଆଶିଷ ଚକ୍ରବର୍ତ୍ତୀ, ବିଜେଡି ନେତା ସତ୍ୟବ୍ରତ ନାଏକ ପ୍ରମୁଖ ଉପସ୍ଥିତ ରହି ନୂତନ ଭାବେ ଯୋଗଦାନ କରିଥିବା କର୍ମୀଙ୍କୁ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଛ ଦେଇ ଦଳକୁ ସ୍ଵାଗତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ