Masthead

ପାଟଣାରେ ବିଜେଡିର ମିଶ୍ରଣ ପର୍ବ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳି ବିଜୁ ଜନତା ଦଳର ବିରାଟ ମିଶ୍ରଣ ପର୍ବ କେନ୍ଦେଇପଶି ଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ଓ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ବିକାଶମୂଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି।

ପାଟଣା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଅତିଥି ଭାବେ କେନ୍ଦୁଝର ସାଂସଦ ପ୍ରାର୍ଥୀ ଧନୁଞ୍ଜୟ ସିଦ୍ଧୁ, ପାଟଣା ନିର୍ବାଚନମଣ୍ଡଳି ବିଜେଡି ପର୍ଯ୍ୟବେକ୍ଷକ ଡକ୍ଟର ହରିଶ ଚୌଧୁରୀ, ସଂଯୋଜକ କାନନ ବିହାରୀ ପହି, ଜିଲ୍ଲା ବିଜେଡି ସଭାପତି କୁଶ ଆପଟ, ପୂର୍ବତନ ଜିଲ୍ଲା ସଭାପତି ଆଶିଷ ଚକ୍ରବର୍ତ୍ତୀ, ବିଜେଡି ନେତା ସତ୍ୟବ୍ରତ ନାଏକ ପ୍ରମୁଖ ଉପସ୍ଥିତ ରହି ନୂତନ ଭାବେ ଯୋଗଦାନ କରିଥିବା କର୍ମୀଙ୍କୁ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଛ ଦେଇ ଦଳକୁ ସ୍ଵାଗତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା