Masthead

ବିଦ୍ୟୁତ୍ କର୍ମଚାରୀଙ୍କ ଧାରଣା, ଅନ୍ଧାରରେ ୫ ଗାଁ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲା ତୁରୁମୁଙ୍ଗା ସବ୍ ଷ୍ଟେସନରେ କାର୍ଯ୍ୟରତ ଠିକା ଲାଇନ୍ ମ୍ୟାନ ଗୟାଧର ମହାନ୍ତଙ୍କୁ କାଣିପଶି ଗ୍ରାମରେ ମାଡ଼ ଅଭିଯୋଗରେ ଲାଇନମ୍ୟାନମାନେ ଧାରଣରେ ବସିଛନ୍ତି। ଘଟଣାକୁ ଏକ ମାସ ବିତିଯାଇଥିଲେ ହେ ରାଇସୁଆଁ ପୋଲିସ କେବଳ ମାମଲା ରୁଜୁ କରି ରହିଯାଇଛି।

ଯାହାକୁ ପ୍ରତିବାଦ କରି ତୁରୁମୁଙ୍ଗା, ପାଟଣା, ସାହାରପଡ଼ା ବିଦ୍ୟୁତ୍ କାର୍ଯ୍ୟାଳୟର ୯୦ରୁ ଅଧିକ ଲାଇନ୍ମ୍ୟାନ ଦୋଷୀଙ୍କୁ ଦଣ୍ଡ ଓ ଲାଇନମ୍ୟାନମାନଙ୍କ ସୁରକ୍ଷା ଅନିର୍ଦ୍ଦିଷ୍ଟ କାଳ ଦାବି ନେଇ ଧାରଣାରେ ବସିଛନ୍ତି। ଫଳରେ ମଙ୍ଗଳବାର ୫ ଗାଁ ପୁଟୁ, ଝାରବେଡା, ଜଡ଼ି ଚାତର, ଚେମେଣା ଓ ବୁଢ଼ୀ କାପୁଡ଼ି ଅଞ୍ଚଳରେ ବିଦ୍ୟୁତ୍ ସେବା ବ୍ୟାଘାତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ