ରିଜର୍ଭ ପୋଲିସ ପଡିଆରେ ସହିଦ ଦିବସ ପାଳିତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ରିଜର୍ଭ ପୋଲିସ ପଡିଆରେ ୬୨ ତମ ପୋଲିସ ସହିଦ ଦିବସ ପାଳିତ ହୋଇ ଯାଇଛି । ଏହି ଦିବସରେ ଉତ୍ତର କେନ୍ଦ୍ରାଞ୍ଚଳ ଡ଼ିଆଇଜି ସାର୍ଥକ ଷଢଙ୍ଗୀ ଓ ଅନୁଗୋଳ ଏସପି ଜଗମୋହନ ମିନା ଅତିଥି ଭାବେ ଯୋଗ ଦେଇଥିଲେ । ୧ ବର୍ଷ ମଧ୍ୟରେ ଦେଶର ଅଭ୍ୟନ୍ତରୀଣ ସୁରକ୍ଷା ଦାଇତ୍ଵରେ ରହି ସହିଦ ହୋଇଥିବା ଯବାନଙ୍କ ନାମ ଘୋଷଣା କରାଯାଇଥିଲା ।

ସେମାନଙ୍କ ଅମରଆତ୍ମା ର ସଦଗତି ପାଇଁ ବିଭାଗ ପକ୍ଷରୁ ସମ୍ମାନ ପ୍ରଦାନ କରାଯାଇଥିଲା । ତେବେ ସୂଚନା ଅନୂଯାୟୀ ଦେଶରେ ଚଳିତ ବର୍ଷ ୩୭୭ ଜଣ ପୁଲିସ ଅଧିକାରୀ ସହିଦ ହୋଇଥିବା ବେଳେ କରୋନା କାଳରେ ମଧ୍ୟ ୨୨ ଜଣ ପୁଲିସ ସହିଦ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ