ସାଇନା ନେହୱାଲ କରୋନା ପଜିଟିଭ

ନୂଆଦିଲ୍ଲୀ: ସାଇନା ନେହୱାଲଙ୍କୁ କରୋନା । ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହୱାଲ ମଙ୍ଗଳବାର କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି । ଆଜିଠୁ ଆସନ୍ତା ୧୭ ପର୍ଯ୍ୟନ୍ତ ଥାଇଲାଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ବ୍ୟାଡମିଣ୍ଟନ ଓପନ ଟୁର୍ଣ୍ଣାମେଣ୍ଟରୁ ସେ ବାଦ ପଡିଛନ୍ତି । ଆଜିଠୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି । ତାଙ୍କର କରୋନା ରିର୍ପୋଟ ପଜିଟିଭ ଆସିବା ପରେ ସେ ହସ୍ପିଟାଲରେ କ୍ୱାରେଣ୍ଟାଇନରେ ରହିଛନ୍ତି । ତେବେ ସାଇନା ଥାଇଲାଣ୍ଡ ଓପନ ଟୁର୍ଣ୍ଣାମେଣ୍ଟରେ ଭାଗନେଇ ପାରିବେ ନାହିଁ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’