Masthead

ହରିୟାଣା ନୂଆ ସରକାରଙ୍କ ଆଜି ଅଗ୍ନି ପରୀକ୍ଷା

ହରିୟାଣା (ବଡ଼ ଖବର ବ୍ୟୁରୋ): ହରିୟାଣାରେ ବିଜେପି ନିଜର ସହଯୋଗୀ ଦଳ ଜେଜେପି ସହିତ ମେଣ୍ଟ ଭାଙ୍ଗି ନାୟବ ସିଂ ସଇନିଙ୍କୁ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କରିଛି। ମଙ୍ଗଳବାର ନାୟବ ସିଂ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ବର୍ତ୍ତମାନ ହରିୟାଣାର ନୂତନ ସରକାରଙ୍କୁ ବୁଧବାର ପୂର୍ବାହ୍ନ ୧୧ଟାରେ ବିଧାନସଭାରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ପଡିବ ।

ମଙ୍ଗଳବାର ସାରେ ଚଣ୍ଡିଗଡ଼ରେ ଅନୁଷ୍ଠିତ ଏକ ସମାରୋହରେ ବିଜେପିର ନାୟବ ସିଂ ହରିୟାଣାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ଏହାର କିଛି ଘଣ୍ଟା ପୂର୍ବରୁ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ ମନ୍ତ୍ରୀଙ୍କ ସହ ଇସ୍ତଫା ଦେଇଥିଲେ। ମନୋହର ଲାଲଙ୍କ ବ୍ୟତୀତ ସମଗ୍ର କ୍ୟାବିନେଟ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବୈଠକ ପରେ ରାଜ ଭବନରେ ରାଜ୍ୟପାଳଙ୍କୁ ଭେଟିଥିଲେ ଏବଂ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର