Masthead

ହରିୟାଣା ନୂଆ ସରକାରଙ୍କ ଆଜି ଅଗ୍ନି ପରୀକ୍ଷା

ହରିୟାଣା (ବଡ଼ ଖବର ବ୍ୟୁରୋ): ହରିୟାଣାରେ ବିଜେପି ନିଜର ସହଯୋଗୀ ଦଳ ଜେଜେପି ସହିତ ମେଣ୍ଟ ଭାଙ୍ଗି ନାୟବ ସିଂ ସଇନିଙ୍କୁ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କରିଛି। ମଙ୍ଗଳବାର ନାୟବ ସିଂ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ବର୍ତ୍ତମାନ ହରିୟାଣାର ନୂତନ ସରକାରଙ୍କୁ ବୁଧବାର ପୂର୍ବାହ୍ନ ୧୧ଟାରେ ବିଧାନସଭାରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ପଡିବ ।

ମଙ୍ଗଳବାର ସାରେ ଚଣ୍ଡିଗଡ଼ରେ ଅନୁଷ୍ଠିତ ଏକ ସମାରୋହରେ ବିଜେପିର ନାୟବ ସିଂ ହରିୟାଣାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ଏହାର କିଛି ଘଣ୍ଟା ପୂର୍ବରୁ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ ମନ୍ତ୍ରୀଙ୍କ ସହ ଇସ୍ତଫା ଦେଇଥିଲେ। ମନୋହର ଲାଲଙ୍କ ବ୍ୟତୀତ ସମଗ୍ର କ୍ୟାବିନେଟ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବୈଠକ ପରେ ରାଜ ଭବନରେ ରାଜ୍ୟପାଳଙ୍କୁ ଭେଟିଥିଲେ ଏବଂ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ