Masthead

ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

ପୁରୀ (ବଡ ଖବର ବ୍ୟୁରୋ) : ମଦ ଓ ଆମିଷ ମୁକ୍ତ ହେବ  ବଡ଼ଦାଣ୍ଡ । ଶ୍ରୀମନ୍ଦିରର ୨ କିଲୋମିଟର ଅବଧିରେ ମଦ ଓ ଆମିଷ ବିକ୍ରି ନିଷେଧ ।  ମଦ ବାର ଖୋଲାଯିବାକୁ ମଧ୍ୟ ବାରଣ କରାଯାଇଛି । ସବୁଦିନ ପାଇଁ କାର୍ଯ୍ୟକାରୀ ହେବ ଏହି ନିୟମ ।

ତେବେ ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ଆଖପାଖରେ ଥିବା ସବୁ ଘର ଗୁଡିକର ରୂପରେଖ ମଧ୍ୟ ବଦଳିବ । ଘର ଗୁଡ଼ିକରେ ଓଡିଶାର ସଂସ୍କୃତି ତଥା କଳିଙ୍ଗର ଐତିହ୍ୟ ଛପା ଯିବ । ଯାହା ଆମ ଜଗନ୍ନାଥ ସଂସ୍କୃତିକୁ ପ୍ରାଧାନ୍ୟ ଦେଉଥିବ । ଯଦି ଏହି ନିୟମକୁ କେହି ଉଲ୍ଲଂଘନ କରନ୍ତି ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ