Masthead

ବୁଥରେ ବୁଲିଲା ପନିକି

ସାଲେପୁର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ସମୟରେ ସାଲେପୁରର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ । ସାଲେପୁର ନିର୍ବାଚନମଣ୍ଡଳି ମାଳଶାସନ ପଞ୍ଚାୟତ ମାଳଶାସନ ବିଦ୍ୟାଳୟର ୧୮୪ ଓ ୧୮୫ ବୁଥରେ ନିର୍ବାଚନୀ ହିଂସା ଦେଖିବାକୁ ମଳିଛି । ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି । ଜଣେ ଅରିନ୍ଦମ ରାୟଙ୍କ ଏଜେଣ୍ଟ ଅନ୍ୟଜଣେ ବିଜେପି କର୍ମୀ ଆକ୍ରମଣର ଶିକାର ହୋଇଛନ୍ତି।

ଦୁଇ ଜଣଙ୍କୁ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛ । ସୂଚନା ମୁତାବକ ମଳଶାସନ ବୁଥରେ ମତଦାନ ପ୍ରକ୍ରିୟାରେ ବ୍ୟତିକ୍ରମ ଦେଖି ବିଜେପି କର୍ମୀ ପ୍ରତିବାଦ କରିବାରୁ ବିଜେଡିର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ସହିତ ଅନ୍ୟମାନେ ସଙ୍ଘବଧ ଭାବେ ପନିକି ସାହାଯ୍ୟରେ ମୁଣ୍ଡକୁ ଆକ୍ରମଣ କରିଥିଲେ। ଆକ୍ରମଣ ଶିକାର ହୋଇଛନ୍ତି ଅଭିଷେକ ପଣ୍ଡା ଓ ଏଜେଣ୍ଟ ସଞ୍ଜୟ ରାଉତ ରକ୍ତାକ୍ତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ