Masthead

ମହିଳା ସରପଞ୍ଚଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ

ସାଲେପୁର (ବଡ଼ ଖବର ବ୍ୟୁରୋ): ସରକାରୀ କାର୍ଯ୍ୟକ୍ରମରେ ମହିଳା ସରପଞ୍ଚଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଟାଙ୍ଗି ସାଲେପୁର ନିର୍ବାଚନୀ ମଣ୍ଡଳୀର ସାଲେପୁର ବ୍ଲକ ଅଧିନସ୍ଥ ଚନ୍ଦ୍ରାଦେଇପୁର ପଞ୍ଚାୟତରେ । ଚନ୍ଦ୍ରାଦେଇପୁର ପଞ୍ଚାୟତର ନୂତନ ବସ ଷ୍ଟାଣ୍ଡ ଶିଳାନ୍ୟାସ ଉତ୍ସବରେଏହି ଅଭାବନୀୟ ଘଟଣା ଘଟିଛି ।

ଶିଳାନ୍ୟାସ ଫଳକରେ ସ୍ଥାନୀୟ ସରପଞ୍ଚ ରଶ୍ମିତା ଦାସଙ୍କ ନାମ ନଥିବାରୁ ସରପଞ୍ଚ ରଶ୍ମିତା ଦାସ ବିଧାୟକଙ୍କ ସମ୍ମୁଖରେ ଆପତ୍ତି ଉଠାଇଥିଲେ । ଯାହାକୁ ନେଇ ବିଜେଡି କର୍ମୀଙ୍କ ଦ୍ୱାରା ଆକ୍ରୋଶର ଶିକାର ହୋଇଥିଲେ । ଏବେ ନ୍ୟାୟ ପାଇଁ ସରପଞ୍ଚ ଏ ସମ୍ବନ୍ଧରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼