Masthead

ସଲମାନଙ୍କୁ ୱାଇ-ପ୍ଲସ ସୁରକ୍ଷା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ । ସଲମାନଙ୍କୁ ମିଳିଛି ଧମକପୂର୍ଣ୍ଣ ଇମେଲ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ଇ-ମେଲ ଯୋଗେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି । ଏନେଇ ସଲମନଙ୍କ ଟିମ ପକ୍ଷରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ବିରୋଧରେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରାଯାଇଛି । ଧମକ ପରେ ସଲମାନଙ୍କ ଘର ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସଲମାନଙ୍କୁ ୱାଇ -ପ୍ଲସ ସୁରକ୍ଷା ଯୋଗାଇ ଦେଇଛି ମୁମ୍ବାଇ ପୁଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ