Masthead

ସଲମାନଙ୍କୁ ୱାଇ-ପ୍ଲସ ସୁରକ୍ଷା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ । ସଲମାନଙ୍କୁ ମିଳିଛି ଧମକପୂର୍ଣ୍ଣ ଇମେଲ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ଇ-ମେଲ ଯୋଗେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି । ଏନେଇ ସଲମନଙ୍କ ଟିମ ପକ୍ଷରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ବିରୋଧରେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରାଯାଇଛି । ଧମକ ପରେ ସଲମାନଙ୍କ ଘର ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସଲମାନଙ୍କୁ ୱାଇ -ପ୍ଲସ ସୁରକ୍ଷା ଯୋଗାଇ ଦେଇଛି ମୁମ୍ବାଇ ପୁଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼