Masthead

ସହିଦ ସରୋଜଙ୍କୁ ସଲାମ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ସହିଦ ସରୋଜଙ୍କୁ ସଲାମ ।ଭୁବେନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ସହିଦ ସରୋଜଙ୍କ ପାର୍ଥିବ ଶରୀର । ବିମାନବନ୍ଦରରେ ଦିଆଗଲା ଗାର୍ଡ ଅଫ୍ ଅନର । ସିକିମ ବନ୍ୟାରେ ସହିଦ ହୋଇଥିଲେ ସରୋଜ । ଅନ୍ତିମଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହିଦ ସରୋଜଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ସେଠାରେ ଉପସ୍ଥିତ ହୋଇଥିଲେ ରାଜ୍ୟପାଳ, ଓ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ