Masthead

୨୦୦୨ରେ ଗୁଜରାଟରେ କ’ଣ ଘଟିଥିଲା ତାହା ମଧ୍ୟ ସମସ୍ତେ ଜାଣନ୍ତି: ଏସଟି ହାସନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ବିରୋଧୀ ଦଳ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଭାଷଣରେ ଅସନ୍ତୁଷ୍ଟ ବିରୋଧୀ ତାଙ୍କୁ ଟାର୍ଗେଟ୍‌ କରିଛନ୍ତି। ସମାଜବାଦୀ ପାର୍ଟି ଏମ୍‌ପି ଏସଟି ହାସନ କହିଛନ୍ତି,ପ୍ରଧାନମନ୍ତ୍ରୀ ମୋଦି କେବଳ ବିରୋଧୀଙ୍କୁ ସମାଲୋଚନା କରୁଛନ୍ତି। ମୋଦିଙ୍କ ଇତିହାସ ସମସ୍ତେ ଜାଣନ୍ତି। ନିଜ ଭାଷଣରେ ମଣିପୁର ଉପରେ ପ୍ରଧାନମନ୍ତ୍ରୀ କିଛି କହି ନାହାନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ପ୍ରଧାନମନ୍ତ୍ରୀ ଗୃହରେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିବୃତି ରଖିଥିଲେ। ଦ୍ୱିତୀୟାର୍ଦ୍ଧରେ ସେ ମଣିପୁର ସ୍ଥିତି ଉପରେ କହିଥିଲେ, ଶାନ୍ତି ଫେରାଇ ଆଣିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି।

ମଣିପୁର ହେଉଛି ଉତ୍ତର ପୂର୍ବାଞ୍ଚଳର ହୃଦୟ। ସେଠାରେ ଶୀଘ୍ର ବିକଶର ପଥ ପୁଣି ପ୍ରଶସ୍ତ ହେବ। ମହିଳା ବିରୋଧୀ ଅପରାଧ ଘଟାଉଥିବା ବ୍ୟକ୍ତିମାନେ କଠୋର ଦଣ୍ଡ ପାଇବେ ବୋଲି ପ୍ରଧାନମନ୍ତ୍ରୀ ଗୃହକୁ ଆଶ୍ୱାସନା ଦେଇଥିଲେ। ସେତିକି ନୁହେଁ ସେ କହିଛନ୍ତି ୨୦୦୨ରେ ଗୁଜରାଟରେ କ’ଣ ଘଟିଥିଲା ତାହା ମଧ୍ୟ ସମସ୍ତେ ଜାଣନ୍ତି। ପ୍ରଧାନମନ୍ତ୍ରୀ ମାନବିକତା ପାଇଁ ପ୍ରସ୍ତୁତି କରିବା ଉଚିତ୍‌। ସେ ସଂସଦରେ ଭାଷଣ ଦେବାବେଳେ କୌଣସି ପ୍ରସଙ୍ଗରେ ନ କହି ବିରୋଧୀଙ୍କୁ ସମାଲୋଚନା କରିବା ଆଦୌ ଠିକ୍‌ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ