Masthead

ଫିଲ୍ମ ‘ଖୁସି’ରେ ଦେଖାଦେବେ ସାମନ୍ତା ଓ ବିଜୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଉଥର ଜଣେ ନାମୀଦାମୀ ଅଭିନେତ୍ରୀ ହେଉଛନ୍ତି ସାମନ୍ତା ରୁଥ ପ୍ରଭୁ । ସେ ନିଜର ସୁନ୍ଦର ଆକ୍ଟିଙ୍ଗ ପାଇଁ ଖୁବ ଜଣାଶୁଣା । ନିକଟରେ ଏକ ଖବର ଆସିଥିଲା ଯେ ଅଭିନେତ୍ରୀ ତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବା ପାଇଁ ଚଳଚ୍ଚିତ୍ର ଜଗତରୁ ୧ ବର୍ଷ ପାଇଁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି । ଏହା ବ୍ୟତୀତ ଅଭିନେତ୍ରୀ ସାମନ୍ତା ଓ ଅଭିନେତା ବିଜୟ ଦେବରାକୋଣ୍ଡା ତାଙ୍କ ଆଗାମୀ ଫିଲ୍ମ ‘ଖୁସି’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି ।

ପ୍ରଶଂସକମାନେ ଏହି ଫିଲ୍ମର ରିଲିଜକୁ ନେଇ ଖୁବ ଉତ୍ସାହିତ । ଫିଲ୍ମର ନିର୍ମାତାମାନେ ଜୁଲାଇ ୨୮ରେ ଫିଲ୍ମର ଟାଇଟଲ ଟ୍ରାକ୍ ରିଲିଜ କରିଛନ୍ତି । ଗୀତଟି ରିଲିଜ୍ ହେବା ମାତ୍ରେ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି । ଫିଲ୍ମରେ ଜଣେ ସୈନିକ ଏବଂ ଜଣେ ସଧାରଣ ଝିଅର ଲଭଷ୍ଟୋରିକୁ ଦେଖିବାକୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି