Masthead

୧୨ ହତ୍ୟା ଅଭିଯୁକ୍ତ ଗିରଫ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଯୁବକଙ୍କୁ ଗଳାକାଟି ଜଙ୍ଗଲରେ ଫିଙ୍ଗିଦେବା ଘଟଣାରେ ଜୁଜୁମୁରା ପୋଲିସ ୧୨ ଜଣକୁ ଗିରଫ କରି କୋର୍ଟ ଚାଳାଣ କରିଛି । ଜୁଜୁମୁରା ଥାନା ବାନ୍ଦେର ସଂରକ୍ଷିତ ଜଙ୍ଗଲର କବାଟ ଦୁଆର ଅଂଚଳରୁ ଶୁକ୍ରବାର ଧଧୋଲୋମୁଣ୍ତା ଗ୍ରାମର ନିଲାମ୍ଵର ବନଛୋରଙ୍କ ଗଳାକଟା ଶବ ଉଦ୍ଧାର ହୋଇଥିଲା । ଜଙ୍ଗଲରେ ଜୀବଜନ୍ତୁଙ୍କ ଶୀକାର ପାଇଁ ବେଆଇନ ଭାବେ ସ୍ଥାନୀୟ ଅଂଚଳର ଶିକାରୀ ବିଦ୍ୟୁତ୍ ତାର ଲଗାଇଥିଲେ । ଏହାର ସଂସ୍ପର୍ଶରେ ନିଲାମ୍ବର ଆସିଥିଲେ । ଏହାକୁ ଲୁଚାଇବାକୁ ଯାଇ ଧାରୁଆ ଅସ୍ତ୍ରରେ ନିଲାମ୍ବରଙ୍କ ଗଳାକାଟି ଜଙ୍ଗଳରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାକୁ ନେଇ ଜୁଜୁମୁରା ପୋଲିସ ଶୁକ୍ରବାରଠୁ ତଦନ୍ତ ଆରମ୍ଭ କରିଥିଲା । ଏଥିରେ ସମ୍ପୃକ୍ତ ଥିବା ବ୍ରାହ୍ମଣୀପାଲିର ଗାଁର ୧୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଜଣେ ଫେରାର ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି