Masthead

ସଡ଼କ ଦୁର୍ଘଟଣାରେ ୨ ମୃତ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବୁଧବାର ବିଳମ୍ବିତ ରାତିରେ ରେଢାଖୋଲ ନାକଟିଦେଉଲ ରାସ୍ତା ନିକଟସ୍ଥ ଡିମିରିକୁଦା ପୋଲରେ ବାଇକ ଧକ୍କାରେ ଦୁଇ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ନାକଟିଦେଓଳ ପଟୁ ରେଢାଖୋଲକୁ ଫେରିବା ସମୟରେ ରେଢାଖୋଲଠାରୁ ୪କିଲୋମିଟର ଦୂରରେ ଥିବା ଡିମିରିକୁଦା ପୋଲରେ ବାଇକଟି ଧକ୍କା ହୋଇଥିଲା । ମୃତକମାନେ ହେଲେ ରେଢାଖୋଲର ଅଭିଜିତ ପାଣିଗ୍ରାହୀ(୨୬) ଓ ରାମଚନ୍ଦ୍ର ପ୍ରଧାନ (୨୫) ଘଟଣାସ୍ଥଳରେ ରେଡାଖୋଲ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ମୄତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ