Masthead

କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି, ୭ ମୃତ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଓଲଟିଲା ବରଯାତ୍ରୀ ଗାଡ଼ି । କେନାଲ୍‌ ଭିତରେ ପଶିଲା ବୋଲେରୋ । ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସମ୍ବଲପୁର ଜିଲ୍ଲା ଶାସନ ଥାନା ବିଶାଳଖିଣ୍ଡା ଶାସନ କେନାଲରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବରଯାତ୍ରୀ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଗାଡ଼ିରେ ମୋଟ ୧୧ ଜଣ ରହିଥିଲେ ।ଗାଡି ଭିତରୁ ବାହାରି ନପାରିବାରୁ ୬ ଜଣଙ୍କର ମୃତ ହୋଇଥିବା ବେଳେ, ପରବର୍ତ୍ତୀ ସମୟରେ ଡ୍ରାଇଭରଙ୍କର ମୃତଦେହ ଉଦ୍ଧାର ହୋଇଛି ।

ଆହତଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଉଛି । ସୂଚନା ଅନୁସାରେ ଗତକାଲି ଝାରସୁଗୁଡା ଜିଲ୍ଲା ବଡ଼ଧରା ଗାଁରୁ ସମ୍ବଲପୁର ଜିଲ୍ଲା ଶାସନ ଥାନା ଅନ୍ତର୍ଗତ ପରମାଣପୁର ଅଞ୍ଚଳକୁ ଏକ ବରାଯାତ୍ରୀ ଯାଇଥିଲେ । ତେବେ ଫେରିବା ବାଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ଅଜିତ ଖମରି, ଦିବ୍ୟ ଲୁହା, ସରୋଜ ସେଟ, ସୁମନ୍ତ ଭୋଇ, ସୁବ୍ରତ ଭୋଇ, ରମାକାନ୍ତ ଭୂୟାଁ । ଅନ୍ୟପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି ଉଦ୍ଧାର କରିବା ସହ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!